The Story of a Prince
Sep 14, 2020•14 min•Transcript available on Metacast Episode description
ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ଖାଇବା ଉଚିତ। ଆମ ଖାଦ୍ୟରେ ସବୁଜ ପନିପରିବା, ଡାଲି, ମାଛ, ମାଂସ, ଅଣ୍ଡା, ଗୁଡ଼ ଆଦି ରହିବା ଦରକାର। ଏହି ଖାଦ୍ୟରେ ଆଇରନର ମାତ୍ରା ଅଧିକ ଥାଏ, ଯାହା ଆମ ଶରୀରକୁ ସୁସ୍ଥ ରଖିବା ସହିତ କେଶ ଲମ୍ବା ହୋଇଥାଏ ଓ ଚେହେରାରେ ମଧ୍ୟ ଚମକ ଆସିଥାଏ। ମୀନା ଅଡ଼ିଓ ସିରିଜର ଏହି ଅଧ୍ୟାୟରେ ସୁଷମ ଖାଦ୍ୟ ଖାଇବା ଖାଇବା ଉପରେ ଗୁରୁତ୍ୱ ଦିଆଯାଇଛି। The Story of a Prince | Meena - Odia Series podcast - Listen or read transcript on Metacast