Who will be the star?
Sep 14, 2020•14 min•Transcript available on Metacast Episode description
ଶରୀରରେ ରୋଗ ସୃଷ୍ଟି ହେବାର ଏକ ମାଧ୍ୟମ ହେଉଛି ଆମ ହାତ। ତେଣୁ ଖାଇବା ପୂର୍ବରୁ ହାତ ଧୋଇବା ନିତ୍ୟାନ୍ତ ଆବଶ୍ୟକ। ନଚେତ ମଇଳା ହାତ ଦେଇ ରୋଗ ଜୀବାଣୁ ଆମ ପେଟକୁ ଯାଇଥାଏ ଏବଂ ସୃଷ୍ଟି କରିଥାଏ। ହାତ ଧୋଇବା କାହିଁକି ଆବଶ୍ୟକ ଏବଂ ହାତ ଧୋଇବାର ପ୍ରଣାଳୀ ବିଷୟରେ ୟୁନିସେଫ୍ ମୀନା ଅଡିଓ ସିରିଜରେ କୁହାଯାଇଛି। Who will be the star? | Meena - Odia Series podcast - Listen or read transcript on Metacast