Grandma Says
Sep 15, 2020•14 min•Transcript available on Metacast Episode description
ଆମେ ସମସ୍ତେ ସମାନ। ଜାତି, ଧର୍ମ ଭଳି ବିଷୟରୁ ଆମକୁ ଦୂରେଇ ରହିବା ଦରକାର। ମଣିଷର ପରିଚୟ ତାହା କାମକୁ ନେଇ ହୋଇଥାଏ, ଜାତିକୁ ନେଇ ନୁହେଁ। ମୀନା ଅଡିଓ ସିରିଜର ଏହି ଅଧ୍ୟାୟରେ ଜାତିଭେଦ ଛୁଆଁ ଅଛୁଆଁ ଭେଦଭାବ ଦୂର କରିବାକୁ ସମାଜକୁ ବାର୍ତ୍ତା ଦିଆଯାଇଛି। Grandma Says | Meena - Odia Series podcast - Listen or read transcript on Metacast