The Running Competition
Sep 25, 2020•14 min•Transcript available on Metacast Episode description
ପ୍ରତ୍ୟେକ ବିଦ୍ୟାଳୟରେ ପାଣିର ସୁବ୍ୟବସ୍ଥା ରହିବା ଆବଶ୍ୟକ। ବିଶେଷ କରି ପିଲାମାନଙ୍କ ପିଇବା ପାଇଁ ଏବଂ ସଫାସୁତୁରା ରହିବା ପାଇଁ ପାଣିର ଦରକାର ରହିଛି। ପାଣିର ସୁବ୍ୟବସ୍ଥା ନଥିଲେ ଅନେକ ସମସ୍ୟା ଦେଖାଦେଇଥାଏ। ମୀନା ଅଡିଓ ସିରିଜର ଏହି ଅଧ୍ୟାୟରେ ସ୍କୁଲରେ ପାଣି ନଥିବାରୁ ଶୋଷରେ ମୀନାର ସାଙ୍ଗ ମିଲି ଦୌଡ଼ ପ୍ରତିଯୋଗିତାରେ ହାରି ଯାଇଛି। The Running Competition | Meena - Odia Series podcast - Listen or read transcript on Metacast